Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

କୋଚିରେ ପହଞ୍ଚିଲା କୁୱେତ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ଭାରତୀୟଙ୍କ ପାର୍ଥିବ ଶରୀର

Ritu Das
Browse all articles by Ritu Das
·2 years ago
କୋଚିରେ ପହଞ୍ଚିଲା କୁୱେତ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ଭାରତୀୟଙ୍କ ପାର୍ଥିବ ଶରୀର

ଅର୍ଗସ ବ୍ୟୁରୋ: କୁୱେତ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୪୫ଜଣ ଭାରତୀୟଙ୍କ ମୃତଦେହ କେରଳ କୋଚି ବିମାନ ବନ୍ଦରରେ ପହଞ୍ଚିଛି । ଭାରତୀୟ ବାୟୁସେନାର ସି-୧୩୦ ଜେ ସୁପର ହୁରକ୍ୟୁଲସରେ ସେମାନଙ୍କ ମୃତଦେହକୁ ସ୍ୱଦେଶ ଅଣାଯାଇଛି । 

କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ୍ ନିଜେ ବିମାନ ବନ୍ଦର ଯାଇ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।  ଏଠାରୁ ମୃତଦେହଗୁଡିକୁ ସନ୍ଧ୍ୟା ସୁଦ୍ଧା ଦିଲ୍ଲୀରେ ପହଞ୍ଚାଇବା ପରେ ସେଠାରୁ ସେମାନଙ୍କ ନିଜ ନିଜ ପରିବାରକୁ ପଠାଯିବାର ସୂଚନା ରହିଛି। 

ଅଧିକ ପଢ଼ନ୍ତୁ ଭାରତ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The body of the Indian | Argus News