Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଭାରତ ମଣ୍ଡପମରେ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ

Banajyotshna Ray
Browse all articles by Banajyotshna Ray
·1 year ago
ଭାରତ ମଣ୍ଡପମରେ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ

ଅର୍ଗସ ବ୍ୟୁରୋ:  ତିନିଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ନୂଆଦିଲ୍ଲୀରେ ଭାରତ ମଣ୍ଡପମରେ ଆୟୋଜିତ ହେବାକୁ ଥିବା ସରକାରୀ କାର୍ଯ୍ୟକ୍ରମରେ କରିବେ ଯୋଗଦାନ । ଏନଏଚ୍ କର୍ତ୍ତୃପକ୍ଷଙ୍କ ସହ ଓଡ଼ିଶା ଜାତୀୟ ରାଜପଥ ନେଇ କରିବେ ଆଲୋଚନା। ତାହା ସହ ଅନେକ କେନ୍ଦ୍ରମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ବଙ୍କୁ ଏହି ଗସ୍ତ ସମୟରେ ଭେଟିବାର ରହିଛି କାର୍ଯ୍ୟକ୍ରମ।

ଅଧିକ ପଢ଼ନ୍ତୁ ଦେଶ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The Chief Minister will participate in the program to be organized at Bharat Mandapam | Argus News