୨୦୨୪- ୨୫ ଆର୍ଥିକ ବର୍ଷ ବଜେଟ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ
·1 year ago

ଅର୍ଗସ ବ୍ୟୁରୋ : ଆରମ୍ଭ ହେଲା ବଜେଟ। ବଜେଟ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ମୋଦିଙ୍କ ତୃତୀୟ ପାଳିର ପ୍ରଥମ ବଜେଟ ଉପସ୍ଥାପନ । ୨୦୨୪- ୨୫ ଆର୍ଥିକ ବର୍ଷ ପାଇଁ ଉପସ୍ଥାପନ କରୁଛନ୍ତି ବଜେଟ୍ ।
ଅଧିକ ପଢନ୍ତୁ : ୨୦୨୪-୨୫ ପୂର୍ଣ୍ଣାଙ୍ଗ ବଜେଟ୍ ; ଫୋକସରେ ରହିପାରେ ଏହିସବୁ ବିଷୟ...
ଲୋକ ସରକାର ଉପରେ ଆସ୍ଥା ଓ ଭରସା ରଖିଛନ୍ତି ବୋଲି କହିଛନ୍ତି ଅର୍ଥମନ୍ତ୍ରୀ । ସେ କହିଛନ୍ତି ଭାରତରେ ଦରବୃଦ୍ଧି ୪ ପ୍ରତିଶତ ରହିଛି ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: