ବିଜେପିରେ କେନ୍ଦ୍ରୀୟ ନିର୍ବାଚନ କମିଟିର ଆଜି ପ୍ରଥମ ବୈଠକ
·2 years ago

ନୂଆଦିଲ୍ଲୀ: ବିଜେପିରେ କେନ୍ଦ୍ରୀୟ ନିର୍ବାଚନ କମିଟିର ଆଜି ପ୍ରଥମ ବୈଠକ । ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଅଧ୍ୟକ୍ଷତାରେ ଦିଲ୍ଲୀରେ ବସିବ ବୈଠକ । ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।
ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ୨୦୨୪ ନିର୍ବାଚନ ପାଇଁ ବୈଠକରେ ପ୍ରସ୍ତୁତ ହେବ ରଣନୀତି । ଲୋକସଭା ନିର୍ବାଚନ ପାଇଁ ଆଜି ଘୋଷଣା ହୋଇପାରେ 100ରୁ 120 ପ୍ରାର୍ଥୀଙ୍କ ନାମ । ଏଥିରେ ମୋଦୀ, ଶାହା ଓ ରାଜନାଥଙ୍କ ଭଳି ହେଭିଓ୍ବେଟଙ୍କ ନା ରହିପାରେ ।
ଅଧିକ ପଢନ୍ତୁ ଭାରତ ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: