Videos
|
National

ସିଆଇଏସଏଫର ପ୍ରଥମ ମହିଳା ବାଟାଲିୟନ ପ୍ରତିଷ୍ଠାକୁ ମଞ୍ଜୁର ଦେଲେ ମୋଦି ସରକାର

Swayangprajna Mishra
Browse all articles by Swayangprajna Mishra
·1 year ago
ସିଆଇଏସଏଫର ପ୍ରଥମ ମହିଳା ବାଟାଲିୟନ ପ୍ରତିଷ୍ଠାକୁ ମଞ୍ଜୁର ଦେଲେ ମୋଦି ସରକାର

 ଅର୍ଗସ ବ୍ୟୁରୋ : ରାଷ୍ଟ୍ର ନିର୍ମାଣର ପ୍ରତ୍ୟେକ କ୍ଷେତ୍ରରେ ମହିଳାଙ୍କ ଅଂଶଗ୍ରହଣ ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସ୍ୱପ୍ନକୁ ସାକାର କରିବା ଦିଗରେ ଏକ ଦୃଢ଼ ପଦକ୍ଷେପ । ମୋଦୀ ସରକାର ସିଆଇଏସଏଫର ପ୍ରଥମ ମହିଳା ବାଟାଲିୟନ ପ୍ରତିଷ୍ଠାକୁ ମଞ୍ଜୁର କରିଛନ୍ତି । ବିମାନବନ୍ଦର ଓ ମେଟ୍ରୋ ରେଳ ଭଳି ଦେଶର ଗୁରୁତ୍ବପୂର୍ଣ୍ଣ ଭିତ୍ତିଭୂମିର ସୁରକ୍ଷା ତଥା କମାଣ୍ଡୋ ଭାବେ ଭିଆଇପି ସୁରକ୍ଷା ଯୋଗାଇଦେବା ଦାୟିତ୍ବ ମହିଳା ବାଟାଲିୟନ ବହନ କରିବ...ବର୍ତ୍ତମାନ ସିଆଇଏସଏଫରେ ମହିଳାଙ୍କ ସଂଖ୍ୟା ୭ ପ୍ରତିଶତରୁ ଅଧିକ ରହିଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
The Modi government approved the establishment of the first women's battalion of the CISF | Argus News