ଦେଶବାସୀଙ୍କୁ ନୂଆବର୍ଷର ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ
·1 year ago

ଇଂରାଜୀ ନୂଆବର୍ଷ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତ ଏବଂ ବିଶ୍ବ ପାଇଁ ଏକ ଉଜ୍ଜ୍ୱଳମୟ ସ୍ଥାୟୀ ଭବିଷ୍ୟତ ଗଠନ କରୁଥିବା ସମାଜର କାମନା କରିଛନ୍ତି। ମିଳିତ ଭାବରେ କାର୍ଯ୍ୟ କରିବାକୁ ରାଷ୍ଟ୍ରପତି ଆହ୍ବାନ ଜଣାଇଛନ୍ତି। ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆବର୍ଷ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋସିଆଲ ମିଡିଆ ଏକ୍ସରେ କହିଛନ୍ତି, 'ଶୁଭମୟ ୨୦୨୫! ଏହି ବର୍ଷ ସମସ୍ତଙ୍କ ପାଇଁ ନୂତନ ସୁଯୋଗ, ସଫଳତା ଏବଂ ଅସୀମ ସୁଖ ଆଣିଦେଉ। ସମସ୍ତଙ୍କୁ ଉତ୍ତମ ସ୍ୱାସ୍ଥ୍ୟ ଏବଂ ସମୃଦ୍ଧତା ଆଶୀର୍ବାଦ ପ୍ରାପ୍ତ ହେଉ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: