ଅପରିବର୍ତ୍ତିତ ରହିଲା ରେପୋ ରେଟ୍
·1 year ago

ଅଗର୍ସ ବ୍ୟୁରୋ: ଭାରତୀୟ ରିଜର୍ଭ ବ୍ୟାଙ୍କର ମୁଦ୍ରାନୀତିରେ ପୁଣି ଅପରିବର୍ତ୍ତିତ ରହିଛି ରେପୋ ରେଟ୍ । ଗୁରୁବାର ଭାରତୀୟ ରିଜର୍ଭ ବ୍ୟାଙ୍କର ମନିଟାରୀ ପଲିସି କମିଟି ମିଟିଂରେ ନିଆଯାଇଥିବା ନିଷ୍ପତି ଅନୁସାରେ ରେପୋ ରେଟ୍ ୬.୫ ପ୍ରତିଶତ ରହିଛି । ଏନେଇ ଘୋଷଣା କରିଛନ୍ତି ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ । ୨୦୨୩ ଫେବୃଆରୀ ୮ରେ ରେପୋ ରେଟକୁ ୬.୫କୁ ବୃଦ୍ଧି କରିଥିଲେ ରିଜର୍ଭ ବ୍ୟାଙ୍କ । ଗତ ବର୍ଷ ଜୁଲାଇରେ ଖୁଚୁରା ମୁଦ୍ରାସ୍ଫୀତି ହାର ୭.୪୪ ପ୍ରତିଶତ ରହିଥିବା ବେଳେ ଚଳିତ ବର୍ଷ ଏହି ହାର ହ୍ରାସ ପାଇଛି । ଡିସେମ୍ବରରେ ଏହି ହାର ୫.୬୯ ପ୍ରତିଶତ ରହିଥିଲା ।
ଅଧିକ ପଢନ୍ତୁ ଭାରତ ଖବର...
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: