Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଆଜି ଦ୍ୱିତୀୟ ଦିନରେ ସେନା ପକ୍ଷରୁ ସର୍ଚ୍ଚ ଅପରେସନକୁ ଜୋରଦାର

Banajyotshna Ray
Browse all articles by Banajyotshna Ray
·1 year ago
ଆଜି ଦ୍ୱିତୀୟ ଦିନରେ ସେନା ପକ୍ଷରୁ ସର୍ଚ୍ଚ ଅପରେସନକୁ ଜୋରଦାର

ଅର୍ଗସ ବ୍ୟୁରୋ:  ଜାମ୍ମୁ-କାଶ୍ମୀରର ଅଖନୁର ସେଣ୍ଟରରେ ଏବେ ବି ଜାରି ରହିଛି ସର୍ଚ୍ଚ ଅପରେସନ । ଆଜି ଦ୍ବିତୀୟ ଦିନରେ ସେନା ପକ୍ଷରୁ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି । ଗତକାଲି ପ୍ରଥମେ ସେନା ଗାଡ଼ି ଉପରକୁ ଆତଙ୍କବାଦୀଙ୍କ ପକ୍ଷରୁ ଗୁଳି ଚାଳନା କରାଯାଇଥିଲା । ପରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଜଣେ ଆତଙ୍କୀ ନିପାତ ହୋଇଥିଲା । ଅନ୍ୟ ୨ ଆତଙ୍କବାଦୀ ସ୍ଥାନୀୟ ଅଞ୍ଚଳେ ଲୁଚି ଯାଇଥିଲେ । ଯାହାକୁ ନେଇ ଜାରି ରହିଛି ସର୍ଚ୍ଚ ଅପରେସନ । ଦୀପାବଳି ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।

ଅଧିକ ପଢ଼ନ୍ତୁ ଦେଶ ଖବର:
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The search operation has been intensified by the army on the second day today | Argus News