Videos
|
National

ସପ୍ତାହେ ପୂର୍ବରୁ କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

Ritu Das
Browse all articles by Ritu Das
·1 year ago·1 min read
ସପ୍ତାହେ ପୂର୍ବରୁ କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

Key Points

ଥର ଆଗୁଆ ସପ୍ତାହେ ପୂର୍ବରୁ କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ଏନେଇ କେରଳର ଅଧିକାଂଶ ସ୍ଥାନରେ ବର୍ଷା ଜାରି

ଏଥର ଆଗୁଆ ସପ୍ତାହେ ପୂର୍ବରୁ କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏନେଇ କେରଳର ଅଧିକାଂଶ ସ୍ଥାନରେ ବର୍ଷା ଜାରି ରହିଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବା ପାଇଁ ପାଣିପାଗ ସମ୍ପୂର୍ଣ୍ଣ ଅନୁକୂଳ ଅଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ୧୩ ତାରିଖରେ ଆଣ୍ଡାମାନ ସାଗରରେ ପ୍ରବେଶ କରିଥିଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ବଙ୍ଗୋପସାଗର ସମେତ ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜ ଓ ଆଣ୍ଡାମାନ ସାଗର ଅଞ୍ଚଳକୁ ଅଗ୍ରସର ହୋଇସାରିଛି ।


ତେବେ ଦୀର୍ଘ 16 ହର୍ଷ ପରେ ଏଥର ଶୀଘ୍ର ମୌସୁମୀ ଛୁଇଁଛି ବୋଲି କୁହାଯାଉଛି। ଏଥର ଆଗୁଆ ସପ୍ତାହେ ପୂର୍ବରୁ କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏନେଇ କେରଳର ଅଧିକାଂଶ ସ୍ଥାନରେ ବର୍ଷା ଜାରି ରହିଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବା ପାଇଁ ପାଣିପାଗ ସମ୍ପୂର୍ଣ୍ଣ ଅନୁକୂଳ ଅଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
the-southwest-monsoon-hit-kerala-a-week-ago | Argus News