ଚଳିତ ବର୍ଷ ପାଇଁ ବିଶ୍ୱର ସର୍ବୋଚ୍ଚ ସମ୍ମାନ ନୋବେଲ ପୁରସ୍କାର ହୋଇଛି ଘୋଷଣା
·1 year ago

ଅର୍ଗସ ବ୍ୟୁରୋ: ଚଳିତ ବର୍ଷ ପାଇଁ ବିଶ୍ୱର ସର୍ବୋଚ୍ଚ ସମ୍ମାନ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ସୋମବାର ଚିକିତ୍ସା କ୍ଷେତ୍ର ପାଇଁ ନୋବେଲ ବିଜେତାଙ୍କ ନାମ ଘୋଷଣା ହୋଇଛି। ଆମେରିକୀୟ ବୈଜ୍ଞାନିକ ଭିକ୍ଟୋର ଆମ୍ବ୍ରୋସ ଏବଂ ଗ୍ୟାରୀ ରୁବକୁନଙ୍କୁ ମେଡିସିନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ନୋବେଲ ଦିଆଯିବ। ଉଭୟଙ୍କୁ ମାଇକ୍ରୋ ଆରଏନଏର ସନ୍ଧାନ ପାଇଁ ନୋବେଲ ପୁରସ୍କାରରେ ସମ୍ମାନିତ କରାଯିବ। ମେଡିସିନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସେମାନେ ଏହି ପୁରସ୍କାର ପାଇବେ।
ଅଧିକ ପଢ଼ନ୍ତୁ ଦେଶ ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: