|
logo
Live

Argus News - ଜାମ୍ମୁ-କାଶ୍ମୀରରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା

National

ଜାମ୍ମୁ-କାଶ୍ମୀରରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା

Manini Pattanayak
Browse all articles by Manini Pattanayak
·1 year ago
ଜାମ୍ମୁ-କାଶ୍ମୀରରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା

ନୂଆଦିଲ୍ଲୀ: ଜାମ୍ମୁ-କାଶ୍ମୀରରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା। ଘାଟିରେ ଏନ୍‌କାଉଣ୍ଟରେ ଟଳିଲେ ତିନି ଆତଙ୍କବାଦୀ। ଗତକାଲି ଜମ୍ମୁ-କଶ୍ମୀରର ଡୋଡା ଜିଲ୍ଲାର ଏକ ଜଙ୍ଗଲରେ ସୁରକ୍ଷାବାହିନୀ ଓ ଆଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏହି ଏନ୍‌କାଉଣ୍ଟରେ ଦୁଇ ଆତଙ୍କବାଦୀ ନିହତ ହୋଇଥିଲେ। 


ଡୋଡା ଜିଲ୍ଲାର ଗଣ୍ଡୋହର ସିନୁ ଅଞ୍ଚଳରେ ସୁରକ୍ଷାବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଏହି ଏନକାଉଣ୍ଟର ହୋଇଥିଲା। ମୃତ ଆତଙ୍କବାଦୀଙ୍କଠାରୁ ବହୁ ପରିମାଣରେ ଅସ୍ତ୍ରଶସ୍ତ୍ର ଜବତ ମଧ୍ୟ କରାଯାଇଛି। 

ଅଧିକ ପଢନ୍ତୁ ଭାରତ ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ଜାମ୍ମୁ-କାଶ୍ମୀରରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା | Argus News