Videos
|
National

ଆଜି ପ୍ରଧାନମନ୍ତ୍ରୀଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ୍ ଉପସ୍ଥାପନ

Swayangprajna Mishra
Browse all articles by Swayangprajna Mishra
·2 years ago
ଆଜି ପ୍ରଧାନମନ୍ତ୍ରୀଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ୍ ଉପସ୍ଥାପନ

ଅର୍ଗସ ବ୍ୟୁରୋ : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ୍ ଉପସ୍ଥାପନ ହେବ। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪-୨୫ ଅର୍ଥବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିବେ। ଏହାକୁ ମିଶାଇ କ୍ରମାଗତ ୭ମ ଥର ପାଇଁ ଦେଶର ବଜେଟ୍ ଉପସ୍ଥାପନ କରିବାର ଏକ ବିରଳ କୃତୀତ୍ବ ହାସଲ କରିବାକୁ ଯାଉଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ସୀତାରମଣ। ବଜେଟ୍‌ରେ କିଛି ବଡ଼ ଘୋଷଣା ହୋଇପାରେ।

ଅଧିକ ପଢନ୍ତୁ : ଅର୍ଥନୈତିକ ସର୍ଭେ ରିପୋର୍ଟ ; ବିକାଶ ପଥରେ ଭାରତ

ବିଶେଷକରି ସଡ଼କପଥ ଏବଂ ଭାରତୀୟ ରେଳପଥକୁ ପ୍ରାଥମିକତା ଦିଆଯିବ। ସାଧାରଣ ଲୋକ ଏବଂ ମଧ୍ୟବିତ୍ତଙ୍କ ପାଇଁ ମଧ୍ୟ ଆୟକର ଛାଡ଼ ଘୋଷଣା ପୂର୍ବକ ନୂତନ ଆୟକର ବ୍ୟବସ୍ଥା କରାଯିବ । ସେହିପରି କୃଷି ଓ କୃଷକଙ୍କ ପାଇଁ କିଛି ବଡ଼ ଘୋଷଣା କରାଯାଇପାରେ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Today is the presentation of the first budget of the Prime Minister's third term | Argus News