Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ମୋଦିଙ୍କ ତୃତୀୟ ପାଳିର ପ୍ରଥମ ମନ୍ କୀ ବାତ୍ କାର୍ଯ୍ୟକ୍ରମ  

Manini Pattanayak
Browse all articles by Manini Pattanayak
·2 years ago
ମୋଦିଙ୍କ ତୃତୀୟ ପାଳିର ପ୍ରଥମ ମନ୍ କୀ ବାତ୍ କାର୍ଯ୍ୟକ୍ରମ  

ନୂଆଦିଲ୍ଲୀ:  ଆଜି ପ୍ରଧାନମନ୍ତ୍ରୀଙ୍କ 111ତମ ମନ୍ କୀ ବାତ୍ । ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ହେବା ପରେ ମୋଦିଙ୍କ ପ୍ରଥମ ମନ୍ କୀ ବାତ୍ କାର୍ଯ୍ୟକ୍ରମ । ନିର୍ବାଚନ ପାଇଁ ଲୋକପ୍ରିୟ ରେଡିଓ କାର୍ଯ୍ୟକ୍ରମ ବନ୍ଦ ରହିଥିଲା ।

ମୋଦି ପ୍ରଧାନମନ୍ତ୍ରୀ ଭାବରେ ଶପଥ ନେବା ପରେ ଏହା ଆଜିଠାରୁ ଆରମ୍ଭ ହେବ । ସେପଟେ ଓଡ଼ିଶାରେ ବିଜେପିର ବିଜୟ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ମନର କଥା ଏକାଠି ଶୁଣିବେ 10 ହଜାରରୁ ଅଧିକ ବିଜେପି ନେତା ଓ କର୍ମୀ ।

ଅଧିକ ପଢନ୍ତୁ ଭାରତ ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Today is the Prime Minister's 111th Mann Ki Baat. | Argus News