Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଆଜି ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ନୂଆ ମନ୍ତ୍ରୀମଣ୍ଡଳର ଶପଥ ଗ୍ରହଣ ସମାରୋହ

National

ଆଜି ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ନୂଆ ମନ୍ତ୍ରୀମଣ୍ଡଳର ଶପଥ ଗ୍ରହଣ ସମାରୋହ

Smruti Parija
Browse all articles by Smruti Parija
·2 years ago
ଆଜି ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ନୂଆ ମନ୍ତ୍ରୀମଣ୍ଡଳର ଶପଥ ଗ୍ରହଣ ସମାରୋହ

ଅର୍ଗସ ବ୍ୟୁରୋ: ଆଜି ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ନୂଆ ମନ୍ତ୍ରୀମଣ୍ଡଳର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ । ଏନେଇ ଉଭୟ ରାଜ୍ୟରେ ବିଜେପି ଦ୍ବାରା ଜୋରଦାର ପ୍ରସ୍ତୁତି କରାଯାଇଛି । ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମଧ୍ୟପ୍ରଦେଶରେ ବିଧାନସଭା ଦଳର ନେତା ଭାବେ ମୋହନ ଯାଦବ ନିର୍ବାଚିତ ହୋଇଥିବାବେଳେ ବିଷ୍ଣୁଦେବ ସାଏ ଛତିଶଗଡର ମୁଖ୍ୟମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଛନ୍ତି । 

ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବ୍ୟତୀତ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନାଡା ଏବଂ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ମଧ୍ୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

ଭଜନଲାଲ ଶର୍ମା ହେବେ ରାଜସ୍ଥାନ ନୂଆ ମୁଖ୍ୟମନ୍ତ୍ରୀ
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Today, the swearing-in ceremony of the new cabinet in Madhya Pradesh and Chhattisgarh | Argus News