Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଉତ୍ତରପ୍ରଦେଶ ଗୋଣ୍ଡାରେ ଟ୍ରେନ ଦୁର୍ଘଟଣା: ଜଣେ ମୃତ

Ritu Das
Browse all articles by Ritu Das
·1 year ago
ଉତ୍ତରପ୍ରଦେଶ ଗୋଣ୍ଡାରେ ଟ୍ରେନ ଦୁର୍ଘଟଣା: ଜଣେ ମୃତ

ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଗୋଣ୍ଡାରେ ଗୁରୁବାର ଦ୍ୱିପହରରେ ପୁଣି ଏକ ଟ୍ରେନ୍ ଦୁର୍ଘଟଣା ଦେଖିବାକୁ ମିଳିଛି। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଛି। ଗୋରଖପୁର ଦେଇ ଚଣ୍ଡୀଗଡରୁ ଆସାମର ଦିବ୍ରୁଗଡ ଯାଉଥିବା ଚଣ୍ଡୀଗଡ ଏକ୍ସପ୍ରେସ ଲାଇନଚ୍ୟୁତ ହେଇଛି । 

ଯାହା ଫଳରେ ଘଟଣାସ୍ଥଳରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହେଇଛି । ତେବେ ଟ୍ରେନର ୧୦ଟି ବଗି ଲାଇନଚ୍ୟୁତ୍ ହେଇଛି ବୋଲି ଖବର ମିଳୁଛି । ଘଟଣାସ୍ଥଳରେ ରେଳ ବିଭାଗର ଉଚ୍ଚ ଅଧିକାରୀମାନେ ପହଞ୍ଚି ରେସ୍କ୍ୟୁ ଅପରେସନ୍ ଜାରି ରଖିଛନ୍ତି।

ଅଧିକ ପଢ଼ନ୍ତୁ ଭାରତ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Train accident in Gonda | Argus News