Videos
|
National

ତୃତୀୟ ଥର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ ପୂର୍ବରୁ ବାପୁଙ୍କୁ ଦେଲେ ଶ୍ରଦ୍ଧାଞ୍ଜଳି

Ritu Das
Browse all articles by Ritu Das
·2 years ago
ତୃତୀୟ ଥର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ ପୂର୍ବରୁ ବାପୁଙ୍କୁ ଦେଲେ ଶ୍ରଦ୍ଧାଞ୍ଜଳି

ଅର୍ଗସ ବ୍ୟୁରୋ: ତୃତୀୟ ଥର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ ପୂର୍ବରୁ ରାଜଘାଟରେ ପହଞ୍ଚି ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୋଦି।

ସେହିପରି ସଦୈବ ଅଟଳରେ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜିଳି ଦେଇଥିଲେ ପ୍ରଧାନମନ୍ତ୍ରୀ ମୋଦି । ପରେ ଜାତୀୟ ଯୁଦ୍ଧ ସ୍ମାରକୀରେ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପିଏମ। 

ଅଧିକ ପଢ଼ନ୍ତୁ ଭାରତ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Tribute to Bapu before | Argus News