Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

କାଶ୍ମୀରରେ ଆତଙ୍କବାଦୀ ବିରୋଧୀ ଅଭିଯାନକୁ ବଡ଼ ସଫଳତା

Manini Pattanayak
Browse all articles by Manini Pattanayak
·2 years ago
କାଶ୍ମୀରରେ ଆତଙ୍କବାଦୀ ବିରୋଧୀ ଅଭିଯାନକୁ ବଡ଼ ସଫଳତା

ନୂଆଦିଲ୍ଲୀ:  କାଶ୍ମୀରରେ ଆତଙ୍କବାଦୀ ବିରୋଧୀ ଅଭିଯାନକୁ ବଡ଼ ସଫଳତା। ଦକ୍ଷିଣ କାଶ୍ମୀର କୁଲଗାମରେ ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ସଫା। ଆଉ କିଛି ଲସ୍କର ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହ ।

ସେନା ସୂଚନା ଅନୁସାରେ ମୃତ ଆତଙ୍କବାଦୀଙ୍କ ମଧ୍ୟରେ ପାକିସ୍ତାନ କମାଣ୍ଡୋ ଓ ଲସ୍କର କମାଣ୍ଡର ସାମିଲ। ଅନ୍ୟ ଆତଙ୍କବାଦୀଙ୍କୁ ଧରିବାକୁ ଅପରେସନ ଜାରି ।  
 
ଅଧିକ ପଢନ୍ତୁ ଭାରତ ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
N/A | Argus News