ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ଦୁଇ ଆତଙ୍କବାଦୀ ସଫା
·1 year ago

ନୂଆଦିଲ୍ଲୀ: ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ଦୁଇ ଆତଙ୍କବାଦୀ ସଫା । ଜମ୍ମୁ କଶ୍ମୀର ବାରାମୁଲା ଜିଲ୍ଲାର ଉରି ସେକ୍ଟରରେ ଆତଙ୍କବାଦୀ ଅନୁପ୍ରବେଶ ଉଦ୍ୟମକୁ ପଣ୍ଡ କରିଛି ସୁରକ୍ଷା ବାହିନୀ। ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଦୀର୍ଘ ଘଣ୍ଟାର ଗୁଳିବିନିମୟ ପରେ ଦୁଇ ଜଣ ଆତଙ୍କବାଦୀ ନିହାତ ହୋଇଛନ୍ତି।
ଅଧିକ ପଢନ୍ତୁ ଭାରତ ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: