Videos
|
National

ହସ୍ପିଟାଲରେ ଭର୍ତ୍ତି ହେଲେ ଉଦ୍ଧବ ଠାକରେ

Ritu Das
Browse all articles by Ritu Das
·1 year ago
ହସ୍ପିଟାଲରେ ଭର୍ତ୍ତି ହେଲେ ଉଦ୍ଧବ ଠାକରେ

ଅର୍ଗସ ବ୍ୟୁରୋ: ଶିବସେନା (ୟୁବିଟି) ମୁଖ୍ୟ ତଥା ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଅସୁସ୍ଥ ଅନୁଭବ କରିବା ପରେ ତାଙ୍କୁ ମୁମ୍ବାଇର ରିଲାଏନ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କର ଏବେ ଆଞ୍ଜିଓଗ୍ରାଫି ସର୍ଜରୀ ହୋଇଥିବା ସୂଚନା ମିଳିଛି। 

ସୋମବାର ସକାଳେ ହାର୍ଟରେ ବ୍ଳକେଜ ଚିହ୍ନଟ ହେବା ପରେ ତାଙ୍କର ସର୍ଜରୀ କରାଯାଇଛି। ବର୍ତ୍ତମାନ ତାଙ୍କର ଚେକ୍ ଅପ୍ ଚାଲିଛି।

ଅଧିକ ପଢ଼ନ୍ତୁ ଭାରତ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Udhav sings | Argus News