ମହଙ୍ଗା ଭତ୍ତା 4 ପ୍ରତିଶତ ବୃଦ୍ଧି କଲେ କେନ୍ଦ୍ର ସରକାର
·2 years ago

ଅର୍ଗସ ବ୍ୟୁରୋ: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଡିଏ ବଢିଲା । ମହଙ୍ଗା ଭତ୍ତା 4 ପ୍ରତିଶତ ବୃଦ୍ଧି କଲେ କେନ୍ଦ୍ର ସରକାର । ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ । ଉଭୟ କେନ୍ଦ୍ର କର୍ମଚାରୀ ଓ ପେନ୍ସନ୍ ଭୋଗୀ ଏଥିରେ ଉପକୃତ ହେବେ ।
#WATCH | Union Cabinet approves hike in Dearness Allowance to govt employees and Dearness Relief to pensioners by 4% from January 1, 2024, announces Union Minister Piyush Goyal. pic.twitter.com/IsWUnwBGHW
— ANI (@ANI) March 7, 2024
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: