ସମ୍ବଲପୁର ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ
·1 year ago

Key Points
ସମ୍ବଲପୁର ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଆସନ୍ତା ୨୮ ତାରିଖରେ ସମ୍ବଲପୁରକୁ ଦିନିକିଆ ଗସ୍ତରେ ଆସିବେ ଅମିତ ଶାହ ।
ସମ୍ବଲପୁର: ସମ୍ବଲପୁର ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଆସନ୍ତା ୨୮ ତାରିଖରେ ସମ୍ବଲପୁରକୁ ଦିନିକିଆ ଗସ୍ତରେ ଆସିବେ ଅମିତ ଶାହ । ପ୍ରଥମେ ମା ସମଲେଶ୍ବରୀଙ୍କ ଦର୍ଶନ କରିବେ । ପରେ ବୁର୍ଲା ଭୀମସାର ପହଞ୍ଚି ସେଠାରେ ସୁପରସ୍ପେଶାଲିଟି ହସ୍ପିଟାଲର ଉଦଘାଟନ କରିବେ । ଏହାସହ ବିଭିନ୍ନ ପ୍ରକଳ୍ପର ମଧ୍ୟ ଉଦଘାଟନ କରିବେ କେନ୍ଦ୍ର ଗୃହମନ୍ତ୍ରୀ। ପରେ ସେ ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟ ଅଡିଟୋରିୟମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେବାର ବି କାର୍ଯ୍ୟକ୍ରମ ରହିଛି । ଏନେଇ ସୂଚନା ଦେଇଛନ୍ତି ବିଧାୟକ ଜୟନାରାୟଣ ମିଶ୍ର ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: