Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

କାର୍ଯ୍ୟକ୍ରମର ପ୍ରସ୍ତୁତି ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରାଧାନ

Jitendra Dash
Browse all articles by Jitendra Dash
·2 years ago
କାର୍ଯ୍ୟକ୍ରମର ପ୍ରସ୍ତୁତି ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରାଧାନ

ଅର୍ଗସ ବ୍ୟୁରୋ : ୨୯ ତାରିଖରେ ପରୀକ୍ଷା ପେ ଚର୍ଚ୍ଚାର ସପ୍ତମ ସଂସ୍କରଣ ଆୟୋଜିତ ହେବ । ୨ କୋଟି ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀଙ୍କ ସହ ପରୀକ୍ଷା ସମ୍ପନ୍ଧୀୟ ଚର୍ଚ୍ଚା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।  ଚଳିତ ବର୍ଷ ମଧ୍ୟ ଜାନୁଆରୀ ୨୯ ତାରିଖ ପୂର୍ବାହ୍ନ ୧୧ଟାରେ ପ୍ରଗତୀ ମଇଦାନର ଭାରତ ମଣ୍ଡପମରେ ଆୟୋଜିତ ହେବାକୁ ଯାଉଛି ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ । ଆଜି କାର୍ଯ୍ୟକ୍ରମର ପ୍ରସ୍ତୁତି ସମୀକ୍ଷା କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରାଧାନ।

ଅଧିକ ପଢନ୍ତୁ ଭାରତ ଖବର

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored