Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

   ଆଜି ଓଡ଼ିଶା ଆସିବେ  ନୀତୀନ ଗଡ଼କରୀ  

Manini Pattanayak
Browse all articles by Manini Pattanayak
·2 years ago
   ଆଜି ଓଡ଼ିଶା ଆସିବେ  ନୀତୀନ ଗଡ଼କରୀ  

ଭୁବନେଶ୍ୱର:  ଆଜି ଓଡ଼ିଶା ଆସିବେ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତୀନ ଗଡ଼କରୀ । ଗସ୍ତ କାର୍ଯ୍ୟକ୍ରମ ଅନୁସାରେ ଦିନ 11ଟା 35ରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ କେନ୍ଦ୍ରମନ୍ତ୍ରୀ ।  ମଧ୍ୟାନ୍ନରେ ପୁରୀ ଗସ୍ତ କରି ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବେ କେନ୍ଦ୍ରମନ୍ତ୍ରୀ ନୀତୀନ ଗଡ଼କରୀ।

ଶରଧାବାଲିରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ଜାତୀୟ ରାଜପଥର ବିଭିନ୍ନ ପ୍ରକଳ୍ପର  ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ରହିଛି । ଏହାପରେ ଅପରାହ୍ନରେ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀ ଫେରିଯିବେ 

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Union Road Transport Minister Nitin Gadkari will come today. | Argus News