ଆଗକୁ ଆସୁଛି ବିବାହଋତୁ: ସେଥିପାଇଁ ସୁନା ଦୋକାନରେ ଗ୍ରାହକଙ୍କ ଭିଡ଼
·1 year ago

ଅର୍ଗସ ବ୍ୟୁରୋ: ଆଜି କଟକ ଓ ଭୁବନେଶ୍ୱରରେ ସୁନାର ଦରରେ ପରିବର୍ତ୍ତନ ରହିଛି । ସୁନାର ଦର ଆଜି ହ୍ରାସ ପାଇଛି। ସୁନା ଦର ୮୨ ହଜାରରୁ ଖସି ୭୮୦୦୦ରେ ପହଞ୍ଚିଲା। ପୂର୍ବରୁ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୭୩,୮୦୦ ଥିଲା। ଆଜି ସୁନାର ଦର ୧୦ ଗ୍ରାମ ପିଛା ରହିଛି ୭୨୦୦୦।
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।
ଅଧିକ ପଢ଼ନ୍ତୁ ଭାରତ ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: