Videos
|
National

ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କୁ ମନେପକାଉଛି ସାରା ଦେଶ

Smruti Parija
Browse all articles by Smruti Parija
·1 year ago
ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କୁ  ମନେପକାଉଛି ସାରା ଦେଶ

ଅର୍ଗସ ବ୍ୟୁରୋ: ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କୁ ଆଜି ମନେପକାଉଛି ସାରା ଦେଶ । ଏହି ଅବସରରେ ପ୍ରଧାନମନ୍ତ୍ରୀ ଗୁଜରାଟର କେଭାଡିଆ‍ର ଷ୍ଟାଚ୍ୟୁ ଅଫ୍ ୟୁନିଟିରେ ତାଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କେଭାଡିଆର ପରେଡ୍ ଗ୍ରାଉଣ୍ଡରେ ପ୍ରଧାନମନ୍ତ୍ରୀ ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିବା ସହ ଶପଥ ପାଠ କରାଇଥିଲେ । ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ସ୍ବାଧୀନତା ସଂଗ୍ରାମରେ ପ୍ରମୁଖ ଭୂମିକା ଗ୍ରହଣ କରିବା ସହ ୧୯୪୭ ରୁ ୧୯୫୦ ପର୍ଯ୍ୟନ୍ତ ଉପ ପ୍ରଧାନମନ୍ତ୍ରୀ ରହିବା ସହ କେନ୍ଦ୍ର ଗୃହମନ୍ତ୍ରୀ ରହିଥିଲେ । 


 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
whole country is remembering former Deputy Prime Minister Sardar Ballabhai Patel | Argus News