Videos
|
National

ଆରଜି କର୍ ମେଡିକାଲ କଲେଜର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷ ଗିରଫ

Banajyotshna Ray
Browse all articles by Banajyotshna Ray
·2 years ago
ଆରଜି କର୍ ମେଡିକାଲ କଲେଜର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷ ଗିରଫ

ଅର୍ଗସ ବ୍ୟୁରୋ:  ଦୁର୍ନୀତି ମାମଲାରେ ଗିରଫ ହୋଇଛନ୍ତି କୋଲକାତା ଆରଜି କର୍ ମେଡିକାଲ କଲେଜର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷ । ମେଡିକାଲରେ ମହିଳା ଡାକ୍ତର ଦୁଷ୍କର୍ମ ଓ ହତ୍ୟା ମାମଲାରେ ବିବାଦ ଘେରକୁ ଆସିଥିଲେ ସନ୍ଦୀପ । ଗତ ସପ୍ତାହରେ ଶହେ ଘଣ୍ଟାରୁ ଅଧିକ ସମୟ ଜେରା କରିଥିଲା ସିବିଆଇ । ସନ୍ଦୀପ ମେଡିକାଲରେ ବିଭିନ୍ନ ବେଆଇନ କାର୍ଯ୍ୟ କରୁଥିବା ନେଇ ହୋଇଥିଲା ଅଭିଯୋଗ ।

ଅଧିକ ପଢ଼ନ୍ତୁ ଦେଶ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: