Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଦେଶ ବିଦେଶରୁ ମୋଦିଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

Smruti Parija
Browse all articles by Smruti Parija
·2 years ago·3 min read
ଦେଶ ବିଦେଶରୁ ମୋଦିଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ଅର୍ଗସ ବ୍ୟୁରୋ: କ୍ରମାଗତ ତୃତୀୟ ଥର ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି ନରେନ୍ଦ୍ର ମୋଦି । ଜବାହରଲାଲ ନେହେରୁଙ୍କ ପରେ ଦେଶରେ ପ୍ରଥମ ନେତା ଭାବେ ଲଗାତାର ତୃତୀୟ ଥର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇ ଇତିହାସ ରଚିବେ ନରେନ୍ଦ୍ର ମୋଦି । 292 ସିଟ୍ ସହ ବିଜେପି ନେତୃତ୍ବାଧୀନ  NDA ମେଣ୍ଟକୁ ମିଳିଛି ସ୍ପଷ୍ଟ ବହୁମତ ।  ବିଭିନ୍ନ ମହଲରୁ ଏନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ । 

 

ମାଳଦ୍ୱୀପ ରାଷ୍ଟ୍ରପତି ମୋହମ୍ମଦ ମୁଇଜ୍ଜୁ ଏକ୍ସରେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । 

 

ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନୀ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
— Ranil Wickremesinghe (@RW_UNP) June 4, 2024

 

ଶ୍ରୀଲଙ୍କା ରାଷ୍ଟ୍ରପତି , ନେପାଲ ପ୍ରଧାନମନ୍ତ୍ରୀ ପୁଷ୍ପା କମଲ ଦହଲ ପ୍ରମୁଖ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । 

ମରିସସ୍ ପ୍ରଧାନମନ୍ତ୍ରୀ ପ୍ରଭିନ୍ଦ କୁମାର ଜୁଗନାଥ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । 

 

ଭୁଟାନ ପ୍ରଧାନମନ୍ତ୍ରୀ ସେରିଙ୍ଗ୍ ତୋଗେ ଏନଡିଏର ବିଜୟରେ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । 
 

Sponsored
world-leader-congratulate-pm-modi-on-election-win | Argus News