Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଅଣପଞ୍ଜିକୃତ ହବିଷ୍ୟାଳିଙ୍କୁ ରଖିବା ପାଇଁ ଆରମ୍ଭ ହେଲା ପ୍ରକ୍ରିୟା

Rashmita Mishra
Browse all articles by Rashmita Mishra
·1 year ago
ଅଣପଞ୍ଜିକୃତ ହବିଷ୍ୟାଳିଙ୍କୁ ରଖିବା ପାଇଁ ଆରମ୍ଭ ହେଲା ପ୍ରକ୍ରିୟା

ଅର୍ଗସ ବ୍ୟୁରୋ: ଅଣପଞ୍ଜିକୃତ ହବିଷ୍ୟାଳିଙ୍କୁ ରଖିବା ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ବୃନ୍ଦାବତୀ ନିବାସର ବେସମେଣ୍ଟରେ ରହିବେ ୧୪୦ ହବିଶ୍ୟାଳି। ତେବେ ଆଜି ସୁଦ୍ଧା ସମସ୍ତ ତାଲିକା ଚୂଡାନ୍ତ ହୋଇସାରିବା ପରେ ଅନ୍ୟମାନଙ୍କୁ ପଞ୍ଜିକରଣ କରି ରଖିବାର ବ୍ୟବସ୍ଥା ହେବ ବୋଲି କହିଛନ୍ତି ଜିଲ୍ଲାପାଳ । ଯେଉଁମାନେ ବଳକା ହେବେ ସେମାନଙ୍କ ପାଇଁ ଅନ୍ୟ ଧର୍ମଶାଳାର ମଧ୍ୟ ବ୍ୟବସ୍ଥା କରାଯାଉଛି । କୌଣସି ହବିଶ୍ୟାଳି ଯେମିତି ନ ଫେରନ୍ତି ସେନେଇ ବ୍ୟବସ୍ଥା କରାଯାଉଛି ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର...

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored