Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆସନ୍ତା 18 ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ

Smruti Parija
Browse all articles by Smruti Parija
·1 year ago
ଆସନ୍ତା 18 ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ

ପୁରୀ:  ରତ୍ନଭଣ୍ଡାର ଯାଞ୍ଚ ପାଇଁ ବନ୍ଦ ରହିବ ଶ୍ରୀଜୀଉଙ୍କ ଦର୍ଶନ । ଆସନ୍ତା 18 ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ହେବ । ASI ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ବରେ ରତ୍ନଭଣ୍ଡାର ଯାଞ୍ଚ କରାଯିବ । ଏଥିପାଇଁ ଦିନ ଗୋଟାଏ ରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଯାଞ୍ଚ ପ୍ରକ୍ରିୟା ଶେଷ ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ।  ଦ୍ବିତୀୟ ଭୋଗ ମଣ୍ଡପ ପରଠାରୁ ଦର୍ଶନ ବନ୍ଦ ରହିବ । ସେହି ଦିନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି ।


ଆହୁରି ପଢନ୍ତୁ ଓଡିଶା ଖବର...

 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
jagannatha darshan will be closed for ratnabhandar inspection | Argus News