ବଜ୍ରପାତରେ ୯ ମୃତ, ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
·1 year ago

ଭୁବନେଶ୍ୱର: ରାଜ୍ୟର ୬ଟି ଜିଲ୍ଲାରେ ବଜ୍ରପାତ ଘଟି ୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଆହତ ହୋଇଛନ୍ତି। ଏହି ଘଟଣାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୃତ ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୁଳକ ସହାୟତା ରାଶି ଘୋଷଣା କରାଯାଇଛି।
ଏହାସହ ବଜ୍ରାଘାତରେ ଆହତଙ୍କ ଆଶୁଆରୋଗ୍ୟ କାମନା କରିବା ସହିତ ସେମାନଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।
ଅଧିକ ପଢନ୍ତୁ ଓଡିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
