Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବିଧାୟକଙ୍କ PSO ଦେଇଥିବା ମାମଲା ନେଲା କ୍ରାଇମବ୍ରାଞ୍ଚ

Rashmita Mishra
Browse all articles by Rashmita Mishra
·1 year ago
ବିଧାୟକଙ୍କ PSO ଦେଇଥିବା ମାମଲା ନେଲା କ୍ରାଇମବ୍ରାଞ୍ଚ

ଅର୍ଗସ ବ୍ୟୁରୋ: ବିଧାୟକଙ୍କୁ ଆକ୍ରମଣ ଘଟଣାରେ କ୍ରାଇମ୍‌ବ୍ରାଞ୍ଚକୁ ତଦନ୍ତ ଭାର । ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ଘାଣ୍ଟିବ କ୍ରାଇମ୍‌ବ୍ରାଞ୍ଚ ।କ୍ରାଇମବ୍ରାଞ୍ଚକୁ ତଦନ୍ତ ଭାର ଦେଲେ ରାଜ୍ୟ ସରକାର । ବିଧାୟକ ହିମାଂଶୁ ଶେଖର ସାହୁଙ୍କୁ ଆକ୍ରମଣର ଖୋଳତାଡ଼ ହେବ ।ପୂରା ଘଟଣାର ଅନୁଧ୍ୟାନ କରିବ କ୍ରାଇମ୍‌ବ୍ରାଞ୍ଚ ଟିମ୍ । ବିଧାୟକଙ୍କ PSO ଦେଇଥିବା ମାମଲା ନେଲା କ୍ରାଇମବ୍ରାଞ୍ଚ । ଯାଜପୁର ସଦର ଥାନା ବୁଢ଼ାପୋଲ ପାଖରେ ଆକ୍ରମଣ ହୋଇଥିଲା । ବବି ଦାସଙ୍କ ଭାଇ ଲଲଙ୍କ ସମର୍ଥକ ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored