ଜାନୁଆରୀ 1ରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ
·1 year ago

ଅର୍ଗସ ବ୍ୟୁରୋ: ନୂଆ ବର୍ଷରୁ ନୂଆ ବ୍ୟବସ୍ଥା । ଜାନୁଆରୀ 1 ତାରିଖରୁ ଶ୍ରୀମନ୍ଦିରରେ ଧାଡି ଦର୍ଶନ । 27 ଏବଂ 28 ସୁଦ୍ଧା ପରିବର୍ତ୍ତନ ପ୍ରକ୍ରିୟା କ୍ରିୟାନୁୟନ ହୋଇଯିବ । ପରୀକ୍ଷାମୂଳକ ଭାବେ ଡିସେମ୍ବର 30 ଏବଂ 31 ରେ ଧାଡି ଦର୍ଶନ ହେବ । ସାତ ପାହାଚ ଦ୍ୱାର ଦେଇ ପ୍ରବେଶ ଓ ଘଣ୍ଟି ଏବଂ ଗାରଦ ଦ୍ୱାର ଦେଇ ପ୍ରସ୍ଥାନ କରିବେ । ଘଣ୍ଟି ଦ୍ୱାରରେ ମହିଳା ଏବଂ ବରିଷ୍ଠ ନାଗରିକ ବାହାରିବେ । ଗାରଦ ଦ୍ୱାରରେ ପୁରୁଷମାନେ ଦର୍ଶନ କରି ବାହାରିବେ । ଗତକାଲି ମୁଖ୍ୟ ପ୍ରଶାସକଙ୍କ ସହ ସମୀକ୍ଷା କରିଥିବା କହିଲେ ଆଇନ ମନ୍ତ୍ରୀ ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: