ଅରିନ୍ଦମ ଡାକୁଆଙ୍କ ସ୍ଥାନରେ ମନୋଜ କୁମାର ସାହୁ ନିଯୁକ୍ତି
·1 year ago

ଅର୍ଗସ ବ୍ୟୁରୋ: ମନୋଜ କୁମାର ସାହୁ ହେଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗର ବିଜ୍ଞପ୍ତି । ଅରିନ୍ଦମ ଡାକୁଆଙ୍କ ସ୍ଥାନରେ ମନୋଜ କୁମାର ସାହୁ ନିଯୁକ୍ତି । ଇଣ୍ଟର ଡ୍ୟାକର ଡେପୁଟେସନରେ ଆସିଛନ୍ତି ମନୋଜ ସାହୁ । ୨୦୦୬ ବ୍ୟାଚର ଆଇଏଏସ ମନୋଜ କୁମାର ସାହୁ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: