Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

+୩  ନାମଲେଖା ନେଇ ଉଚ୍ଚଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି

Swayangprajna Mishra
Browse all articles by Swayangprajna Mishra
·1 year ago·1 min read
+୩  ନାମଲେଖା ନେଇ ଉଚ୍ଚଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି

ଅର୍ଗସ ବ୍ୟୁରୋ : +୩ ନାମଲେଖା ନେଇ ଉଚ୍ଚଶିକ୍ଷା ବିଭାର ବଡ଼ ନିଷ୍ପତ୍ତି । 2024-25 ରେ  +3 ନାମଲେଖା ପାଇଁ ଦ୍ବିତୀୟ ପର୍ଯ୍ୟାୟ ଆବେଦନ । ଆବେଦନ ପ୍ରକ୍ରିୟା ୨୬ ତାରିଖ ପର୍ଯ୍ୟନ୍ତ ଚାଲିବ । ତେବେ "ଏଥିରେ କେଉଁମାନେ ଆବେଦନ କରିପାରିବେ ଏବଂ ଆବେଦନ କରିପାରିବେ ନାହିଁ ସେ ନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଗାଇଡ଼ଲାଇନ ଜାରି ହୋଇଥିଲା । ପ୍ରଥମ ପର୍ଯ୍ୟାୟରେ ଯେଉଁମାନେ ନାମଲେଖାଇ ସାରିଛନ୍ତି, ସେମାନେ ଦ୍ୱିତୀୟ ପର୍ଯ୍ୟାୟରେ ଆବେଦନ କରିପାରିବେ ନାହିଁ" ବୋଲି ଗାଇଡ଼ଲାଇନରେ ଉଲ୍ଲେଖ ରହିଥିଲା।କିନ୍ତୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଏଥିରେ ପରିବତ୍ତର୍ନ କରାଯାଇଛି ।

ଅଧିକ ପଢନ୍ତୁ : ଯୁକ୍ତ୨:୩୦ ନୁହେଁ ୨୪ରେ ପାସ୍

 ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଯେଉଁ ଛାତ୍ରୀଛାତ୍ରମାନେ ପ୍ରଥମ ପର୍ଯ୍ୟାୟରେ ନାମଲେଖାଇ ସାରିଛନ୍ତି, ସେମାନେ ମଧ୍ୟ ଦ୍ୱିତୀୟ ପର୍ଯ୍ୟାୟ ଅଂଶଗ୍ରହଣ କରିପାରିବେ।
ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଜାରି ଗାଇଡ୍‌ଲାଇନ୍‌ ସଂଶୋଧନ କରାଯାଇଛି । ଗତ 12ରୁ ଆରମ୍ଭ ହୋଇଛି ଆବେଦନ ପ୍ରକ୍ରିୟା, 26 ଯାଏଁ ଚାଲିବ । ପ୍ରଥମେ ନାମଲେଖି ସାରିଥିବା ପିଲା 2ୟ ପର୍ଯ୍ୟାୟରେ ଆବେଦନ କରିପାରିବେନି ବୋଲି ହୋଇଥିଲା ନିୟମ । ଏବେ କିନ୍ତୁ ଏହି ନିୟମରେ ସଂଶୋଧନ କରାଯାଇଛି । ଛାତ୍ରଛାତ୍ରୀ ଦ୍ଵିତୀୟ ପର୍ଯ୍ୟାୟରେ ଅଂଶଗ୍ରହଣ କରିପାରିବେ କହିଲେ ଉଚ୍ଚ ଶିକ୍ଷାମନ୍ତ୍ରୀ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
+ 3 Major decisions of higher education department regarding enrollment | Argus News