Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ଏଏସଆଇଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର

Odisha

ଏଏସଆଇଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର

Banajyotshna Ray
Browse all articles by Banajyotshna Ray
·1 year ago
ଏଏସଆଇଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର

ଅର୍ଗସ ବ୍ୟୁରୋ:  ନବରଙ୍ଗପୁରରେ ଏଏସଆଇଙ୍କ ସନ୍ଦେହଜନକ ମୃତ୍ୟୁ । ରାଇସିଂ ଯୋଡି ନିକଟରୁ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତକ ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ଥାନାରେ କାର୍ଯ୍ୟରତ ଏଏସଆଇ ରେଣୁ ପ୍ରସାଦ ପଟ୍ଟନାୟକ । ଗତ ସୋମବାର ଦିନ କୌଣସି କାର୍ଯ୍ୟରେ ନବରଙ୍ଗପୁର ଯାଇଥିଲେ ରେଣୁ ପ୍ରସାଦ । ଏହାପରଠୁ ସେ ଘରକୁ ଫେରିନଥିଲେ । ତେବେ ଏହା ହତ୍ୟା ନା ଆତ୍ମହତ୍ୟା କାରଣ ଜଣାପଡିନାହିଁ । ଘଟଣାସ୍ଥଳରେ ତେନ୍ତୁଳିଖୁଣ୍ଟି ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଶବ ବ୍ୟବଚ୍ଛେଦ ପାଇଁ ନବରଙ୍ଗପୁର ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି ।


ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ASI's hanging body recovered | Argus News