Videos
|
Odisha

ବଦଳିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବ୍ୟକ୍ତିଗତ ସଚିବ

Ritu Das
Browse all articles by Ritu Das
·1 year ago
ବଦଳିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବ୍ୟକ୍ତିଗତ ସଚିବ

ବଦଳିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବ୍ୟକ୍ତିଗତ ସଚିବ। ବ୍ୟକ୍ତିଗତ ସଚିବ ଅରିନ୍ଦମ ଡାକୁଆ ହେଲେ ପୌର ପ୍ରଶାସକ। ପୌର ପ୍ରଶାସକ ଓ ନଗର ଉନ୍ନୟନ ବିଭାଗ ଅତିରିକ୍ତ ସଚିବ ଭାବେ ଦାୟିତ୍ବ ଦିଆଗଲା। ଏନ୍‌ବିଏସ୍ ରାଜପୁତ ହେଲେ ସାଧାରଣ ଉଦ୍ୟାଗ ବିଭାଗ ପ୍ରମୁଖ ସଚିବ।

ଭୂପେନ୍ଦ୍ର ସିଂ ପୁନିଆଙ୍କୁ ଦକ୍ଷତା ବିକାଶ ବିଭାଗର ଅତିରିକ୍ତ ଦାୟିତ୍ବ। ପ୍ରେମଚନ୍ଦ୍ର ଚୌଧୁରୀ ହେଲେ ବୟନଶିଳ୍ପ ଓ ହସ୍ତତନ୍ତ ବିଭାଗ ନିର୍ଦ୍ଦେଶକ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: