Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆସନ୍ତା ୨୪ ତାରିଖରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା

Rashmita Mishra
Browse all articles by Rashmita Mishra
·1 year ago
ଆସନ୍ତା ୨୪ ତାରିଖରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା

ଅର୍ଗସ ବ୍ୟୁରୋ: ଆସନ୍ତା ୨୪ ତାରିଖରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା । `X'ରେ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ ସୂଚନା । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ପାଇଁ ବର୍ଷା ସମ୍ଭାବନା । ଦକ୍ଷିଣ ଉପକୂଳ ଓ ପାର୍ଶ୍ବବର୍ତ୍ତୀ ଉତ୍ତର ଉପକୂଳରେ ହୋଇପାରେ ବର୍ଷା ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Es probable que vuelvan a llover en el estado a partir del próximo 24 | Argus News