Videos
|
Odisha

ସତ୍ୟନଗର ସ୍ଥିତ ଇଲେକ୍ଟ୍ରୋନିକ୍ସ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

Ritu Das
Browse all articles by Ritu Das
·1 year ago
ସତ୍ୟନଗର ସ୍ଥିତ ଇଲେକ୍ଟ୍ରୋନିକ୍ସ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

ଅର୍ଗସ ବ୍ୟୁରୋ: ସତ୍ୟନଗର ସ୍ଥିତ ଇଲେକ୍ଟ୍ରୋନିକ୍ସ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ନିଆଁ ଲିଭାଇବାକୁ ୨ଟି ଦମକଳବାହିନୀକୁ ନିୟୋଜିତ କରାଯାଇଛି। ଖବର ଲେଖାହେବା ପର୍ଯ୍ୟନ୍ତ ନିଆଁ ଲିଭାଇବାକୁ ଉଦ୍ୟମ ଜାରି ରଖିଛି ଅଗ୍ନିଶମ ବାହିନୀ।


ଗୋଦାମରେ ଥିବା ବହୁ ସାମଗ୍ରୀ ଜଳିପୋଡ଼ି ନଷ୍ଟ ହୋଇଯାଇଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: