Videos
|
Odisha

ଆଜି ଓଡ଼ିଶା ଆସୁଛନ୍ତି ନବନିଯୁକ୍ତ ରାଜ୍ୟପାଳ

Banajyotshna Ray
Browse all articles by Banajyotshna Ray
·1 year ago
ଆଜି ଓଡ଼ିଶା ଆସୁଛନ୍ତି ନବନିଯୁକ୍ତ ରାଜ୍ୟପାଳ

ଅର୍ଗସ ବ୍ୟୁରୋ:  ଆଜି ଓଡ଼ିଶା ଆସୁଛନ୍ତି ନବନିଯୁକ୍ତ ରାଜ୍ୟପାଳ । ଦିନ 2ଟାରେ ଓଡ଼ିଶାରେ ପହଞ୍ଚିବେ ନବନିଯୁକ୍ତ ରାଜ୍ୟପାଳ ହରିବାବୁ କମ୍ଭମ୍‌ପତି। ସନ୍ଧ୍ୟାରେ ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବେ। ଆସନ୍ତାକାଲି ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ରାଜଭବନରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ରହିଛି। ପୂର୍ବାହ୍ନ 10ଟା 15 ମିନିଟରେ ଶପଥ ପଠ କରାଇବେ ଓଡ଼ିଶା ଉଚ୍ଚ ନ୍ୟାୟଳୟର ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧର ଶରଣ ସିଂହ ।


ଶପଥ ଗ୍ରହଣ ସମାରୋହରେ ମୁଖ୍ୟମନ୍ତ୍ରୀ, ମନ୍ତ୍ରିମଣ୍ଡଳ ସଦସ୍ୟ, ବରିଷ୍ଠ ଅଧିକାରୀଙ୍କ ସହ ବିଶିଷ୍ଟ ବ୍ୟକ୍ତି ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଶପଥ ଗ୍ରହଣ ସମାରୋହରେ ମୁଖ୍ୟମନ୍ତ୍ରୀ, ମନ୍ତ୍ରିମଣ୍ଡଳ ସଦସ୍ୟ, ବରିଷ୍ଠ ଅଧିକାରୀଙ୍କ ସହ ବିଶିଷ୍ଟ ବ୍ୟକ୍ତି ଯୋଗଦେବାର କାର୍ଯ୍ୟକ୍ରମ ରହିଛି ହରିବାବୁ କମ୍ଭମ୍‌ପତି । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ଅଧିକ ପଢ଼ନ୍ତୁ ଓଡିଶା ଖବର:

Newly appointed Governor of Odisha is coming today | Argus News