Videos
|
Odisha

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Ritu Das
Browse all articles by Ritu Das
·1 year ago

ଅର୍ଗସ ବ୍ୟୁରୋ: ଅର୍ଗସ ବ୍ୟୁରୋ: ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତାକାଲି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗ ଦେବେ ରାଷ୍ଟ୍ରପତି ମୁର୍ମୁ। ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଥିଲେ। ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା।


ବିମାନବନ୍ଦରରୁ ସିଧା ରାଜଭବନ ଅଭିମୁଖେ ବାହାରିଲେ ରାଷ୍ଟ୍ରପତି। କଡାସୁରକ୍ଷା ମଧ୍ୟରେ ଯାଉଛି ରାଷ୍ଟ୍ରପତିଙ୍କ କାରକେଡ। ଆଜି ରାଜଭବନରେ ରାତ୍ରିଯାପନ କରିବେ ମହାମହିମ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
President Draupadi Murmu arrived in Bhubaneswar | Argus News