Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ବଳିପଡିଲେ ହଜାର ହଜାର ପଶୁପକ୍ଷୀ

Ritu Das
Browse all articles by Ritu Das
·1 year ago
ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ବଳିପଡିଲେ ହଜାର ହଜାର ପଶୁପକ୍ଷୀ

ବଲାଙ୍ଗିରର ପ୍ରସିଦ୍ଧ ଶୁଳିଆ ଯାତ୍ରା। ପୁଣି ରକ୍ତ ରଞ୍ଜିତ ହେଲା ଶୁଳିଆ ପୀଠ । ବଲାଙ୍ଗିର ଦେଓଗାଁ ବ୍ଲକ ଖଇରଗୁଡା ଗାଁ ର ବଡ଼ଖଳା ଓ ସାନ ଖଳାରେ ହଜାର ହଜାର ପଶୁପକ୍ଷୀ ବଳି ପଡିଛି। ଏନେଇ ଶୁଳିଆ ପୀଠରେ ସମସ୍ତ ପ୍ରକାର ପ୍ରସ୍ତୁତି ହୋଇଛି। ପୌଷ ମାସ ଶୁକ୍ଳପକ୍ଷ ପ୍ରଥମ ମଙ୍ଗଳବାର ଦିନ ପାଳନ ହୁଏ ଶୁଳିଆ ଯାତ୍ରା।

ଏହା କନ୍ଧ ଆଦିବାସୀ ମାନଙ୍କ ଆଦି ପରମ୍ପରା ଓ ପୂଜା। ଏଥିରେ ପ୍ରକୃତିକୁ ପୂଜା କରାଯାଇଥାଏ । ଜିଲ୍ଲାର ବିଭିନ୍ନ ସ୍ଥାନରେ ଶୁଳିଆ ଯାତ୍ରା ହେଉଥିବା ବେଳେ ଖଇରଗୁଡା ବଡ଼ ଖଳା ଓ ସାନ ଖଳା ଏହାର ମୁଖ୍ୟ ପୀଠ। ଏଠାରେ ହଜାର ହଜାର ସଂଖ୍ୟାରେ ପଶୁପକ୍ଷୀଙ୍କ ବଳି ପଡିଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
-shulia-tribe-was-stained-with-blood-thousands-of-animals-and-birds-were-sacrificed | Argus News