Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

କଳାହାଣ୍ଡିରେ ଛାତ୍ରୀ ନିବାସରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

Banajyotshna Ray
Browse all articles by Banajyotshna Ray
·1 year ago
କଳାହାଣ୍ଡିରେ ଛାତ୍ରୀ ନିବାସରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଅର୍ଗସ ବ୍ୟୁରୋ:  କଳାହାଣ୍ଡିରେ ଛାତ୍ରୀ ନିବାସରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ମା ମାଣିକେଶ୍ବରୀ ବିଶ୍ଵ ବିଦ୍ୟାଳୟର ଇନ୍ଦ୍ରାବତୀ ଛାତ୍ରୀ ନିବାସର ବାଣିଜ୍ୟ ଯୁକ୍ତ ଦୁଇ ପ୍ରଥମ ବର୍ଷର ଛାତ୍ରୀ । ମୃତ ଛାତ୍ରୀ ଜଣଙ୍କ ଥୁଆମୂଲ ରାମପୁର ବ୍ଳକ ବିରୋକୋଟ ଗାଁର ତୋଫାଲି ନାଏକ ବୋଲି ଜଣାପଡିଛି । ଛାତ୍ରୀଙ୍କ ମୃତ୍ୟୁର କାରଣ ସ୍ପଷ୍ଟ ହୋଇପାରିନଥିବାବେଳେ ଘଟଣାସ୍ଥଳରେ ପୋଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Students hanging body recovered from student dormitory in Kalahandi | Argus News