|
logo
Live

Argus News - ଦକ୍ଷିଣ ଆଣ୍ଡାମାନ ସାଗର ଓ ବଙ୍ଗୋପସାଗରରେସକ୍ରିୟ ରହିଛି ଅବପାତ

Odisha

ଦକ୍ଷିଣ ଆଣ୍ଡାମାନ ସାଗର ଓ ବଙ୍ଗୋପସାଗରରେସକ୍ରିୟ ରହିଛି ଅବପାତ

Banajyotshna Ray
Browse all articles by Banajyotshna Ray
·1 year ago
ଦକ୍ଷିଣ ଆଣ୍ଡାମାନ ସାଗର ଓ ବଙ୍ଗୋପସାଗରରେସକ୍ରିୟ ରହିଛି ଅବପାତ

ଅର୍ଗସ ବ୍ୟୁରୋ:  ଦକ୍ଷିଣ ଆଣ୍ଡାମାନ ସାଗର ଓ ବଙ୍ଗୋପସାଗରରେ ଏକ ଅବପାତ ସକ୍ରିୟ ରହିଛି । ଆଜି ଏହା ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଡିସେମ୍ବର 17 ସୁଦ୍ଧା ଏହା ତାମିଲନାଡୁ ଉପକୂଳର ପଶ୍ଚିମ-ଉତ୍ତରପଶ୍ଚିମ ଆଡକୁ ଗତି କରିବାର ସମ୍ଭାବନା ଅଛି । ଏହି ପ୍ରଭାବ ଯୋଗୁଁ ଆଜି ତାମିଲନାଡୁ ଏବଂ ପୁଡୁଚେରୀରେ କେତେକ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ଶୀତ ଅନୁଭୂତ ହେଉଥିବା ଜଣାପଡିଛି। ରାଜ୍ୟରେ ଶୀତର ପ୍ରଭାବ ଅଧିକ ଥିବାରୁ ଲୋକେ ହନ୍ତସନ୍ତ ହେଉଛନ୍ତି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ଦକ୍ଷିଣ ଆଣ୍ଡାମାନ ସାଗର ଓ ବଙ୍ଗୋପସାଗରରେସକ୍ରିୟ ରହିଛି ଅବପାତ | Argus News