Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

୧.୩୧ ଲକ୍ଷ ଶ୍ରମିକ ହେବେ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ

Sangram Tripathy
Browse all articles by Sangram Tripathy
·1 year ago
୧.୩୧ ଲକ୍ଷ ଶ୍ରମିକ ହେବେ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ

ଅର୍ଗସ ବ୍ୟୁରୋ:ସାଧାରଣ ବଣ୍ଟନ ବ୍ୟବସ୍ଥାରେ ରାସନ କାର୍ଡ ହିତାଧିକାରୀମାନଙ୍କୁ ୩ମାସର ଆଗୁଆ ୧୫କିଲୋ ଚାଉଳ ମିଳିବ ଏନେଇ ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । E-kyc ବ୍ୟବସ୍ଥାକୁ ତ୍ବରାନିତ କରିବାକୁ କୁହାଯାଇଛି। ଏହା ବ୍ୟତୀତ ଇ-ଶ୍ରମିକ ପଞ୍ଜିକରଣରେ ବାଦ୍ ପଡ଼ିଥିବା ଆଉ ୧.୩୧ଲକ୍ଷ ଶ୍ରମିକଙ୍କୁ ତୁରନ୍ତ ରାଜ୍ୟ ଖାଦ୍ୟ ଯୋଜନାରେ ତୁରନ୍ତ ସାମିଲ କରିବା ପାଇଁ କହିଛନ୍ତି ମୁଖ୍ୟମନ୍ତ୍ରୀ । ଅକ୍ଟୋବରରୁ ଡିସେମ୍ବର ପର୍ଯ୍ୟନ୍ତ ଆଗୁଆ ଚାଉଳ ପାଇଁ ନିର୍ଦ୍ଦେଶ ଦିଆଯାଇଛି
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
1.31 lakh workers will be covered under the food security scheme | Argus News