ଗର୍ଜନବାହାଲ ଗୁଳିକାଣ୍ଡ ଘଟଣାରେ ୧୦ ଅଟକ
·2 years ago

ଅର୍ଗସ ବ୍ୟୁରୋ : ସୁନ୍ଦରଗଡ ଜିଲ୍ଲା ଗର୍ଜନବାହାଲ ଗୁଳିକାଣ୍ଡ ଘଟଣାରେ ୧୦ ଅଟକ । ହେମଗିରି ଥାନା ଗର୍ଜନବାହାଲରେ ୨ ଗୋଷ୍ଠୀ ସଂଘର୍ଷରୁ ଗୁଳିମାଡ ହୋଇଛି । କୋଇଲା ବ୍ୟବସାୟକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା ।
ଅଧିକ ପଢନ୍ତୁ ଓଡିଶା ଖବର
ଯେଉଁଥିରେ ପ୍ରାୟ ୧୦ ଜଣ ଆହତ ହୋଇଥିବା ବେଳେ ସୁନ୍ଦରଗଡ ଏବଂ ରାୟଗଡା ମେଡିକାଲରେ ଭର୍ତ୍ତି ହୋଇଥିଲେ ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: