Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ରାଜଧାନୀରେ ବିଷାକ୍ତ ଖାଦ୍ୟ ଖାଇ ୧୦ ଅସୁସ୍ଥ

Swayangprajna Mishra
Browse all articles by Swayangprajna Mishra
·1 year ago
ରାଜଧାନୀରେ ବିଷାକ୍ତ ଖାଦ୍ୟ ଖାଇ ୧୦ ଅସୁସ୍ଥ

ଅର୍ଗସ ବ୍ୟୁରୋ : ରାଜଧାନୀରେ ବିଷାକ୍ତ ଖାଦ୍ୟ ଖାଇ ୧୦ ଅସୁସ୍ଥ । ଏକ ଘରୋଇ ନର୍ସିଙ୍ଗ କଲେଜ ହଷ୍ଟେଲର ୧୦ଜଣ ଛାତ୍ରୀ ବିଷାକ୍ତ ଖାଦ୍ୟ ଖାଇ ଅସୁସ୍ଥ ହୋଇ ପଡିଛନ୍ତି। ସମସ୍ତେ ଗତକାଲି ରାତିରେ ବିଷାକ୍ତ ଖାଦ୍ୟ ଖାଇଥିବା ଅନୁମାନ କରାଯାଉଛି। ଗୁରୁତର ଅବସ୍ଥାରେ ଛାତ୍ରୀଙ୍କୁ ବିଏମ୍‌ସି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । 

ଅଧିକ ପଢନ୍ତୁ ଓଡିଶା ଖବର

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
10 sick after eating poisoned food in Bhubaneswar | Argus News