ବରଯାତ୍ରୀ ଗାଡି ଦୁର୍ଘଟଣାଗ୍ରସ୍ତ, 2 ମୃତ
·2 years ago

ଜୟପୁର: ଜୟପୁରରେ ବରଯାତ୍ରୀ ଗାଡି ଦୁର୍ଘଟଣାଗ୍ରସ୍ତ । ବ୍ରିଜରୁ ତଳକୁ ଖସିଲା ବରଯାତ୍ରା ଗାଡି । ଦୁର୍ଘଟଣାରେ 2 ଜଣଙ୍କର ମୃତ୍ୟୁ ହୋଇଥିବାବେଳେ 10 ଜଣ ଆହତ ହୋଇଛନ୍ତି । କୁନ୍ଦୁରା ଥାନା ଖଟଲାପଦର ବ୍ରିଜରୁ ଖସିଲା ପିକ୍ ଅପ୍ ଭ୍ୟାନ୍ । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ସମସ୍ତ ଗୁରୁତର ଆହତ ଦଳପୁର ଅଞ୍ଚଳର ହୋଇଥିବା ସୂଚନା ରହିଛି ।
ଆହୁରି ପଢନ୍ତୁ ଓଡିଶା ଖବର...
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: