Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଟ୍ରକକୁ ପିଟିଲା ସ୍କର୍ପିଓ, ଚାଲିଗଲା ଦୁଇ ଜଣଙ୍କ ଜୀବନ

Banajyotshna Ray
Browse all articles by Banajyotshna Ray
·2 years ago
ଟ୍ରକକୁ ପିଟିଲା ସ୍କର୍ପିଓ, ଚାଲିଗଲା ଦୁଇ ଜଣଙ୍କ ଜୀବନ

ଅର୍ଗସ ବ୍ୟୁରୋ:  ଭଦ୍ରକ 16 ନଂ ଜାତୀୟ ରାଜପଥ ନଳାଙ୍ଗ ଛକ ନିକଟରେ ଦୁର୍ଘଟଣା । ପଶ୍ଚିମବଙ୍ଗରୁ ପୁରୀ ଆସୁଥିବା ଟ୍ରକକୁ ପିଟିଲା ସ୍କର୍ପିଓ । ଦୁର୍ଘଟଣାରେ 2 ଜଣଙ୍କ ମୃତ୍ୟୁ ହୋଇଥିବାବେଳେ 4 ଜଣ ଗୁରୁତର ହୋଇଛନ୍ତି । ଚିକିତ୍ସା ପାଇଁ ଗୁରୁତରଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ସେମାନଙ୍କ ଅବସ୍ଥା ଭଲ ନଥିବା ଜଣାପଡିଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
2 dead in road accident | Argus News