Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକଙ୍କ ମୃତ୍ୟୁ  

Odisha

ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକଙ୍କ ମୃତ୍ୟୁ  

Manini Pattanayak
Browse all articles by Manini Pattanayak
·1 year ago
ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକଙ୍କ ମୃତ୍ୟୁ  

ଅନୁଗୁଳ:  ଅନୁଗୁଳ କିଶୋରନଗର ଥାନା ଧଉରାପାଲି ଗାଁରେ ଅଭାବନୀୟ ଘଟଣା। ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକଙ୍କ ମୃତ୍ୟୁ । ମୃତକଙ୍କ ମଧ୍ୟରେ ଜଣେ ମହିଳା ବି ଅଛନ୍ତି ।

ପାଇଖାନା ଟାଙ୍କିରେ ପଶି କାମ କରିବା ବେଳେ ଅସୁସ୍ଥ ହୋଇପଡିଥିଲେ ଉଭୟ । ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
2 workers died due to suffocation in latrine tank | Argus News