Videos
|
Odisha

୨୦ ଲକ୍ଷ ହେଲା ସରକାରୀ କର୍ମଚାରୀମାନଙ୍କ ଗ୍ରାଚୁଇଟି ସୀମା

Swayangprajna Mishra
Browse all articles by Swayangprajna Mishra
·1 year ago
୨୦ ଲକ୍ଷ ହେଲା ସରକାରୀ କର୍ମଚାରୀମାନଙ୍କ ଗ୍ରାଚୁଇଟି ସୀମା

ଅଗର୍ସ ବ୍ୟୁରୋ : ରାଜ୍ୟର ସରକାରୀ କର୍ମଚାରୀମାନଙ୍କ ଗ୍ରାଚୁଇଟି ସୀମା ୧୫ ଲକ୍ଷରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି। ପିଛିଲା ଭାବେ ୨୦୨୪ ଜାନୁଆରୀ ୧ ରୁ ଲାଗୁ ହେବ। ରାଜ୍ୟର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଗ୍ରାଚୁଇଟିର ସୀମା ୧୫ ଲକ୍ଷ ଟଙ୍କାରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି।

ଅଧିକ ପଢନ୍ତୁ ଓଡିଶା ଖବର

 ରାଜ୍ୟର ବିଭିନ୍ନ ସେବା ସଙ୍ଗଠନ ଗୁଡିକ ଏଥିପାଇଁ ରାଜ୍ୟ ସରକାରଙ୍କ ନିକଟରେ ଅନୁରୋଧ କରିଥିଲେ ।
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
20 lakhs is the gratuity limit for government employees | Argus News